ଆସିଲା ଦ୍ବିତୀୟ ପର୍ଯ୍ୟାୟ ଏଡିଆର ରିପୋର୍ଟ; ୩୩% ବିଧାୟକ ପ୍ରାର୍ଥୀ କୋଟିପତି
ଭୁବନେଶ୍ବର: ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ । ଏଥିପାଇଁ ସରିଲାଣି ସମସ୍ତ ପ୍ରସ୍ତୁତି । ଏହାରି ଭିତରେ ପ୍ରକାଶ ପାଇଛି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀଙ୍କ ଏଡିଆର ରିପୋର୍ଟ ।
ଯେଉଁଥିରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି । ୪ ପ୍ରାର୍ଥୀଙ୍କ ନାଁରେ ଅଛି…