ରାହୁଲ ଗାନ୍ଧୀଙ୍କୁ ମୋଦୀଙ୍କ ଜବାବ: ଅସାଧୁ ଉପାୟରେ ଫାଇଦା ଦେଇଥିଲେ ଫାଶୀ ଖୁଣ୍ଟରେ ଝୁଲିବାକୁ ପ୍ରସ୍ତୁତ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ସେ ଦେଶର ବିକାଶ ଯେଉଁମାନେ କରୁଛନ୍ତି ସେ ତାଙ୍କ ସହିତ ଦୃଢ଼ ଭାବରେ ଠିଆ ହୋଇଛନ୍ତି । ଯଦି ସେ କାହାକୁ ଅସାଧୁ ଢଙ୍ଗରେ ଫାଇଦା ଦେଇଛନ୍ତି ତେବେ ସେ ଦଣ୍ଡ ଭୋଗିବାକୁ ପ୍ରସ୍ତୁତ।
କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଥିଲେ, ମୋଦୀ…