ଆଜି ଓଡ଼ିଶାର ଲୋକ ଓଡ଼ିଆ ଭାଷା ବୁଝୁଥିବା ଜଣେ ମୁଖ୍ୟମନ୍ତ୍ରୀ ଚାହୁଁଛନ୍ତି:ନଡ୍ଡା
ଭୁବନେଶ୍ବର: ପଦ୍ମପୁର ସଭାରେ ବିଜେପି ସଭାପତି ଜେପି ନଡ୍ଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଜନୀତିର ପରିଭାଷା ବଖାଣୀବା ସହ ବିଜେଡି ସରକାରଙ୍କ ଉପରେ ଘୋର ବର୍ଷିଛନ୍ତି । ସେ କହିଛନ୍ତି ୨୦୧୪ ପୂର୍ବରୁ ଧାରଣା ଥିଲା ଭାରତରେ କିଛି ବଦଳିବନି । ୨୦୧୪ ପରେ ମୋଦି ପରିବର୍ତ୍ତନର ନୂଆ…