Latest Odisha News

BREAKING NEWS

+୯୨ ନମ୍ବର ଥିବା ହ୍ୱାଟ୍‌ସଆପ୍ କଲ୍ ଆସିଲେ ସାବଧାନ, ସାଇବର ଠକେଇ ନେଇ ସତର୍କତା

ଭୁବନେଶ୍ୱର: +୯୨ ସଂଖ୍ୟା ଥିବା ନମ୍ବରରୁ ହ୍ୱାଟ୍‌ସଆପ୍ କଲ ଆସିଲେ ତାକୁ ଉଠାନ୍ତୁ ନାହିଁ। ଏହି ନମ୍ବରରୁ କଲ ଆସିଲେ ସାବଧାନ। ଓଡ଼ିଶା ପୋଲିସ ପକ୍ଷରୁ ପରାମର୍ଶ ଦିଆଯାଇଛି ଯେ, ଆରମ୍ଭରୁ +୯୨ ସଂଖ୍ୟା ଥିବା ନମ୍ବରରୁ କଲ ଆସିଲେ ତାକୁ ଉଠାନ୍ତୁ ନାହିଁ । କାରଣ ଏହା ଆପଣଙ୍କ ପାଇଁ ବିପଦ…

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କାରେ ୧୪ ଆହତ, ୪ ଜଣଙ୍କ ଅବସ୍ଥା ଗୁରୁତର

ଯାଜପୁର: ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କାରେ ୧୪ ଆହତ। ଯାଜପୁର ସଦରଥାନା ବରୁହାଁ କବୀରପୁରଠାରେ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୧୪ ଜଣ ଆହତ ହୋଇଥିବା କୁହାଯାଉଛି। ଆହତଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଗୁରୁତର ଆହତଙ୍କୁ ଜିଲ୍ଲା…

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ୮ ଜଣଙ୍କ ଜୀବନ

ଇନ୍ଦୋର: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଚାଲିଗଲା ୮ ଜଣଙ୍କ ଜୀବନ । ଅହମ୍ମଦାବାଦ୍ ଏନଏଚ୍ ଘାଟବିଲୋଡ୍ ନିକଟରେ ଘଟିଛି ଏହି ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ କାର୍‌ରେ ଥିବା ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ମହିଳା…

ଖଲ୍ଲିକୋଟରେ ରାଜନୈତିକ ହିଂସା: ଚାଲିଗଲା ଜଣଙ୍କର ଜୀବନ, ୭ ଆହତ

ବ୍ରହ୍ମପୁର: ଖଲ୍ଲିକୋଟରେ ରାଜନୈତିକ ହିଂସା। ଜଣେ ଗୁରୁତରଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି । ଅନ୍ୟ ଜଣେ ଗୁରୁତରଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି । ଶ୍ରୀକୃଷ୍ଣଶରଣପୁର ଗାଁରେ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଜଣାପଡିଛି। ନିର୍ବାଚନ ପାଇଁ ସରଗରମ ରହିଛି…

ନିର୍ବାଚନ ସମୟରେ ବଢିବ ତାତି, ଶୀଘ୍ର ଆସିବ ମୌସୁମୀ

ଭୁବନେଶ୍ଵର: ଆହୁରି ବଢିବ ତାତି । ଆଗାମୀ ୪ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ୧୮ ତାରିଖ ବେଳକୁ ନୂଆପଡ଼ା ତାପମାତ୍ରା ୪୫ ଡିଗ୍ରି ଛୁଇଁପାରେ ବୋଲି କହିଛି ପାଣିପାଗ ବିଭାଗ । ତେବେ ଏହି ସମୟରେ ଉପକୂଳ ଓଡିଶାରେ ସାମାନ୍ୟ…

ନବୀନ, ନଡ୍ଡାଙ୍କ ପ୍ରଚାରରେ ଦୁଲୁକିବ ରାଜଧାନୀ: ସକାଳେ ବିଜେପି, ସନ୍ଧ୍ୟାରେ ବିଜେଡିର ମେଗା ରୋଡ଼ ସୋ’

ଭୁବନେଶ୍ୱର: ଆଜି ନିର୍ବାଚନ ପ୍ରଚାରରେ ଦୁଲୁକିବ ରାଜଧାନୀ। ବିଜେଡି ଓ ବିଜେପିର ଦୁଇ ହେବିୱେଟ ମେଗା ରୋଡ ସୋ କରିବେ। ସକାଳ ସାଢେ ୯ଟାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମାଉସୀ ମା’ ମନ୍ଦିରଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ଏହି ଶୋ’ କରିବେ। ସନ୍ଧ୍ୟାରେ ବିଜେଡି ସୁପ୍ରିମୋ…

ରାଜଧାନୀରେ ବିଳମ୍ବିତ ରାତିରେ ସିଲିଣ୍ଡର ବିସ୍ଫୋରଣ, ଜଳିଗଲା ୩ ଦୋକାନ

ଭୁବନେଶ୍ୱର: ରାତି ପ୍ରାୟ ସାଢ଼େ ୧୨ଟା ବେଳେ ମଞ୍ଚେଶ୍ବର ଥାନା ପାଣ୍ଡରା ଛକ ନିକଟରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ୩ଟି ଦୋକାନ ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇବା ବେଳେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଅଗ୍ନିଶମ…

ମୋଦୀଙ୍କ ପାଇଁ ଚିଙ୍ଗୁଡି ମସଲା ରାନ୍ଧିବେ ମାଷ୍ଟର ସେଫ୍ ମମତା

କୋଲକାତା: ଢୋକଲା, ଦୋସା, ଇଡଲି, ପରଟା, ରୁଟି, ଭାତ, ବିରିୟାନୀ, ପୋଟଳରସା, ମାଛ ତରକାରୀ, ଚିଙ୍ଗୁଡି ମସଲା….. ପ୍ରଥମେ ମାଛ ତରକାରୀ ଆଉ ଏବେ ଚିଙ୍ଗୁଡି ମସଲା । ବିହାର ରାଜନୀତିରେ ମାଛକୁ ନେଇ ହୋଇଥିବା ମହାଭାରତ ବର୍ତ୍ତମାନ ପଶ୍ଚିମବଙ୍ଗରେ ପାଦ ଥାପିଛି । ଟିଏମସି ସୁପ୍ରିମୋ ତଥା…

ଶୀଘ୍ର ମୃତ୍ୟୁବରଣ କରିଥାଆନ୍ତି ଏହି ଖାଦ୍ୟ ଖାଉଥିବା ଲୋକେ…

ଭୁବନେଶ୍ଵର: ଆଜିକାଲିର ବ୍ୟସ୍ତବହୁଳ ଜୀବନ ଭିତରେ ଲୋକେ ସତେ ଯେପରି ନିଜ ପ୍ରତି ଧ୍ୟାନ ଦେବା ଭୁଲିଗଲେଣି । ଘରେ ରୋଷେଇ କରି କିଛି ପୁଷ୍ଟିକର ଖାଦ୍ୟ ଖାଇବା ବଦଳରେ ସେମାନେ ବାହାରର ଖାଦ୍ୟ ପସନ୍ଦ କରୁଛନ୍ତି । ସକାଳର ଜଳଖିଆ ହେଉ କିମ୍ବା ମଧ୍ୟାନ୍ନ ଭୋଜନ ଅବା ରାତ୍ରୀ ଭୋଜନ ସବୁ କିଛି ସହଜରେ…

୭୭ତମ କାନ୍ସ ଚଳଚ୍ଚିତ୍ର ମହୋତ୍ସବରେ ଉଦଘାଟିତ ହେଲା ଭାରତ ମଣ୍ଡପ

ନୂଆଦିଲ୍ଲୀ: ଫ୍ରାନ୍ସରେ ଚାଲିଥିବା ୭୭ତମ କାନ୍ସ ଚଳଚ୍ଚିତ୍ର ମହୋତ୍ସବରେ ଉଦଘାଟିତ ହୋଇଛି ଭାରତ ମଣ୍ଡପମ୍‌ । ପ୍ରତିବର୍ଷ ପ୍ରତିଷ୍ଠିତ କାନ୍ସ ଚଳଚ୍ଚିତ୍ର ମହୋତ୍ସବରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ଏହି ମଣ୍ଡପ ଆୟୋଜନ କରାଯାଇଥାଏ। ଏଥର ମଧ୍ୟ ଭାରତର ନୋଡାଲ…