୭୭ତମ କାନ୍ସ ଚଳଚ୍ଚିତ୍ର ମହୋତ୍ସବରେ ଉଦଘାଟିତ ହେଲା ଭାରତ ମଣ୍ଡପ
ନୂଆଦିଲ୍ଲୀ: ଫ୍ରାନ୍ସରେ ଚାଲିଥିବା ୭୭ତମ କାନ୍ସ ଚଳଚ୍ଚିତ୍ର ମହୋତ୍ସବରେ ଉଦଘାଟିତ ହୋଇଛି ଭାରତ ମଣ୍ଡପମ୍ । ପ୍ରତିବର୍ଷ ପ୍ରତିଷ୍ଠିତ କାନ୍ସ ଚଳଚ୍ଚିତ୍ର ମହୋତ୍ସବରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ଏହି ମଣ୍ଡପ ଆୟୋଜନ କରାଯାଇଥାଏ। ଏଥର ମଧ୍ୟ ଭାରତର ନୋଡାଲ…