ଏକାମ୍ର ନିର୍ବାଚନ ମଣ୍ଡଳୀରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର
ଭୁବନେଶ୍ଵର: ଆପଣଙ୍କ ସାଂସଦ ଓ କେନ୍ଦ୍ରମନ୍ତ୍ରୀ ଲିଙ୍ଗରାଜଙ୍କ କାମକୁ ବନ୍ଦ କରିବା ପାଇଁ ଷଡଯନ୍ତ୍ର କଲେ, ଏହା ଠିକ୍ କଥା କି? ସାଂସଦ ଭାବେ ତାଙ୍କ କାମ ହେଉଛି କେନ୍ଦ୍ର ସରକାରଙ୍କଠାରୁ ବଡ ବଡ ଯୋଜନା ଆଣିବେ । ଫ୍ଲାଇ ଓଭର, ଆଇଟି ପାର୍କ, ଏମଏସଏମଇ, ଦକ୍ଷତା ବିକାଶ ଆଦି ଯୋଜନାରେ ହଜାର…