କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ କିଟ୍ ନହ୍ନିପରୀ ୨୦୨୫ ବିଜେତା…
ଭୁବନେଶ୍ୱର: କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୫ ଟାଇଟଲ୍ ହାସଲ୍ କରିଛନ୍ତି। କିଟ୍ ଫିଲ୍ମ ଆଣ୍ଡ ଫେସନ ସ୍କୁଲ୍ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ’ ୨୦୨୫ର ଫାଇନାଲ୍ ତଥା ମେଗା ରାଉଣ୍ଡ ମଙ୍ଗଳବାର ଶେଷ ହୋଇଛି। ଫାଇନାଲ୍…