ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲ୍ଲାକାଙ୍କ ଦେହାନ୍ତ, ରାଜନୈତିକ ମହଲରେ ଶୋକର ଛାୟା
ଭୁବନେଶ୍ୱର: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲ୍ଲାକା। ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଡମ୍ବୁରୁଧର ଉଲ୍ଲାକାଙ୍କ ବିୟୋଗରେ ଓଡ଼ିଶା…