ଯେଉଁଠି ଇଭିଏମ ତ୍ରୁଟି ସାମ୍ନାକୁ ଆସିବ ଅଧ ଘଣ୍ଟାଏରେ ସମାଧାନ ହେବ: ରାଜ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର: ମତଦାନ ବେଳେ ଯେଉଁଠି ଇଭିଏମ ତ୍ରୁଟି ସାମ୍ନାକୁ ଆସିବ ଅଧ ଘଣ୍ଟାଏରେ ସମାଧାନ ହେବ। ମକ୍ପୋଲ ବେଳେ ଯେଉଁଠି ତ୍ରୁଟି ସାମ୍ନାକୁ ଆସିଛି ରିପ୍ଲେସ ହୋଇଛି ବା ପରିବର୍ତ୍ତନ କରାଯାଇଛି। ଇଭିଏମରେ ତ୍ରୁଟି ଥିଲେ ବ୍ୟସ୍ତ ନହେବାକୁ ଭୋଟରଙ୍କୁ ପରାମର୍ଶ ଦେଇଛନ୍ତି ରାଜ୍ୟର ପ୍ରମୁଖ…