ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ରାହୁଲ ଗାନ୍ଧି
ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଭୋଟର ମାନଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ଯୋଜନା ଚଲାଇଛି କଂଗ୍ରେସ ।ଏହି ଅବସରରେ ପୁଣି ଥରେ ଓଡିଶା ଆସିବେ ରାହୁଲ ଗାନ୍ଧି ।
ଆସନ୍ତା ୧୫ ତାରିଖରେ ବଲାଙ୍ଗିର ଆସିବେ ରାହୁଲ ।…