ସପିଂ ମଲରେ ଭୟାବହ ଅଗ୍ନିକାଣ୍ଡ ଘଟି ୪ ଜଣ କର୍ମଚାରୀ ଆହତ
କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ଏକ ସପିଂ ମଲରେ ଭୟାବହ ଅଗ୍ନିକାଣ୍ଡ ଘଟି ୪ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଅପରାହ୍ନରେ ଆନନ୍ଦପୁରସ୍ଥିତ ରିଲାଏନ୍ସ ଟ୍ରେଣ୍ଡର କୋଠାରେ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ ଯୋଗୁଁ ସେହି ସମୟରେ ଖୋଲା ଥିବା କୋଠାରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା।…