Latest Odisha News

BREAKING NEWS

Weather Update: ପୁଣି ଦାନା ବାନ୍ଧୁଛି ଲଘୁଚାପ, ୪ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଦକ୍ଷିଣପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ…

Naxal Surrender:ରାମଧେରଙ୍କ ସମେତ ଆତ୍ମସମର୍ପଣ କଲେ ୫୦ ନକ୍ସଲ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଉତ୍ତର ବସ୍ତର ଅଞ୍ଚଳରେ ସକ୍ରିୟ ସିସି ସଦସ୍ୟ ରାମଧେର ୫୦ ଜଣ ନକ୍ସଲ ସାଥୀଙ୍କ ସହ ଆତ୍ମସମର୍ପଣ କରିଛନ୍ତି। ମହଲା ଶିବିରରେ ଏହି ଆତ୍ମସମର୍ପଣ କରାଯାଇଥିଲା। ରାମଧେର ନାମରେ ସରକାର ୫୦ ଲକ୍ଷ ଟଂକାର ପୁରସ୍କାର ଘୋଷଣା କରିଥିଲେ। ବୁଧବାର ଦିନ…

ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି

ଭୁବନେଶ୍ବର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି । ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍‌ଓପି । ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି ମେୟର ସୁଲୋଚନା ଦାସ । ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନ୍ସୁରାନ୍ସ । BMC ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି…

Cyber ​​Security: ସଫଳତାର ସହ ଆଗକୁ ବଢ଼ୁଛି ସାଇବର ସୁରକ୍ଷା ଅଭିଯାନ; ହେଇଛି ‘ସାଇବର ମ୍ୟୁଜିୟମ’ର ବ୍ୟବସ୍ଥା

ଭୁବନେଶ୍ବର: ରାଜ୍ୟରେ ସାଇବର ସୁରକ୍ଷା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ - ୨୦୨୫ ବେଶ୍ ସଫଳତାର ସହ ଆଗକୁ ବଢ଼ୁଛି। ଗତ ଅକ୍ଟୋବର ୧୮, ୨୦୨୫ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭୁବନେଶ୍ୱର…

ଜମିବାଡ଼ି ପାଇଁ ଜଣେ ଭାଇ ଆଉ ଜଣେ ଭାଇର ନେଲା ଜୀବନ

ବାଲେଶ୍ବର:ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅନ୍ତର୍ଗତ ବରଡିହା ପଞ୍ଚାୟତର ବଣକାଟି ଗ୍ରାମରେ ଏକ ଅଭାବନୀୟ ଘଟଣା । ଜମିଜମା ଭାଗବଣ୍ଟାକୁ ନେଇ ସାନ ଭାଇ ଆକ୍ରମଣରେ ବଡ଼ ଭାଇର ମୃତ୍ୟୁ । ସାନ ଭାଇ ଗିରଫ । ପୋଲିସର ତଦନ୍ତ ଜାରି ରହିଛି । ମୃତକ ହେଲେ ବଡ଼ ଭାଇ ଖୁଦିରାମ(୪୫)। ଖବରମୁତାବକ,…

ଡିସେମ୍ବରରେ ଓଡ଼ିଶାରେ ହେବ ଗ୍ଲୋବାଲ ଏନର୍ଜି ଲିଡ଼ର୍ସ ସମ୍ମିଳନୀ 

ଭୁବନେଶ୍ୱର: ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଓ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆସନ୍ତା ଡିସେମ୍ବର ମାସ ୬-୭ ରେ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ଗ୍ଲୋବାଲ ଏନର୍ଜି ଲିଡ଼ର୍ସ ସମ୍ମିଳନୀ । ଏଥିରେ ଦେଶ ବିଦେଶରୁ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ । ଏମାନଙ୍କ ମଧ୍ୟରେ ୟୁକେର ପୂର୍ବତନ…

ଚଳିତ ବର୍ଷ ୫୦ ହଜାରରୁ ଉର୍ଦ୍ଧ୍ବ ଏକରରେ ଆଳୁଚାଷ ଲକ୍ଷ୍ୟ, ୩ ଲକ୍ଷ କୁଇଣ୍ଟାଲ ବିହନ… 

ଭୁବନେଶ୍ୱର: ଚଳିତ ବର୍ଷ ସରକାର ପ୍ରାୟ ୫୦ ହଜାରରୁ ଉର୍ଦ୍ଧ୍ବ ଏକର ଚାଷଜମିରେ ଆଳୁଚାଷ କରିବା ପାଇଁ ଯୋଜନା କରିଛନ୍ତି। ଆଳୁ ଉତ୍ପାଦନରେ ଓଡ଼ିଶାକୁ ଆତ୍ମନିର୍ଭର କରିବା ଅଭିଯାନରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ…

ଓପିଟିସିଏଲ କଲୋନୀରେ ଅତ୍ୟାଧୁନିକ କ୍ରୀଡା କ୍ଷେତ୍ରର ଶିଳାନ୍ୟାସ; ରହିବ ଅଲିମ୍ପିକ୍-ମାନକ ନିର୍ଦ୍ଧାରିତ ସୁଇମିଂ ପୁଲ୍…

ଭୁବନେଶ୍ୱର:ଓଡିଶା ପାୱାର ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ (OPTCL) ଏହାର ସ୍ପୋର୍ଟସ ଆରେନା - ସ୍ୱାସ୍ଥ୍ୟ, ମନୋରଞ୍ଜନ ଏବଂ କ୍ରୀଡା ଉତ୍କର୍ଷତାକୁ ପ୍ରୋତ୍ସାହିତ କରିବା ପାଇଁ ଡିଜାଇନ୍ କରାଯାଇଥିବା ଏକ ଆଧୁନିକ, ଏକାଧିକ-କ୍ରୀଡା ସୁବିଧାର ଶିଳାନ୍ୟାସ ସହିତ କର୍ମଚାରୀ କଲ୍ୟାଣ ଏବଂ…

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ୨ ଅଭିଯୁକ୍ତଙ୍କ ଆଗୁଆ ଜାମିନ ଆବେଦନ ଖାରଜ

କଟକ: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ପାରଳାଖେମୁଣ୍ଡିର ପୂର୍ବତନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ତାଙ୍କ ରୋଷେୟା ମନ୍ମଥ କୁମ୍ଭଙ୍କ ଆଗୁଆ ଜାମିନ୍ ଆବେଦନକୁ ହାଇକୋର୍ଟ ଖାରଜ କରିଥିବା ନେଇ ରିପୋର୍ଟ ମିଳିଛି। ତେବେ ଏହି ନିଷ୍ପତ୍ତି ବିଚାରପତି ଭି ନରସିଂହଙ୍କ…

Nuapada bypoll: ମା’ବଞ୍ଜାରୀ ଦେବୀ ମନ୍ଦିରରୁ ନୂଆପଡ଼ାରେ ପ୍ରଚାର ଅଭିଯାନ ଆରମ୍ଭ କଲା ବିଜେଡି

ନୂଆପଡା: ବିଜୁ ଜନତା ଦଳ ଗୁରୁବାର ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରଚାର ଅଭିଯାନର ଶୁଭାରମ୍ଭ କରିଛି । ମା' ବଞ୍ଜାରୀ ଦେବୀ ମନ୍ଦିରରେ ବିଜେଡିର ବରିଷ୍ଠ ନେତାମାନେ ନୂଆପଡ଼ା ଉପନିର୍ବାଚନ ପାଇଁ ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ବିପୁଳ ବିଜୟ ତଥା ନୂଆପଡ଼ାର…