ଆଇସିସି ର୍ୟାଙ୍କିଙ୍ଗ: ଦିନିକିଆ, ଟି୨୦ରେ ଭାରତ ନମ୍ବର ୱାନ
ନୂଆଦିଲ୍ଲୀ: ସୀମିତ ଓଭର ବିଶିଷ୍ଟ କ୍ରିକେଟରେ ଭାରତର ତାର ପ୍ରାଧାନ୍ୟ ବଳବତର ରଖିଛି । ସଦ୍ୟ ପ୍ରକାଶିତ ଆଇସିସି ର୍ୟାଙ୍କିଙ୍ଗରେ ଭାରତ ଉଭୟ ଦିନିକିଆ ଓ ଟି୨୦ରେ ଶୀର୍ଷ ସ୍ଥାନରେ ରହିଛି । ଅଷ୍ଟ୍ରେଲିଆ ଟେଷ୍ଟରେ ଏକ ନମ୍ବର ସ୍ଥାନ ହାସଲ କରିଛି । ଭାରତ ଦ୍ୱିତୀୟ ସ୍ଥାନକୁ ଖସି ଆସିଛି ।…