ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ୨ ଅଭିଯୁକ୍ତଙ୍କ ଆଗୁଆ ଜାମିନ ଆବେଦନ ଖାରଜ
କଟକ: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ପାରଳାଖେମୁଣ୍ଡିର ପୂର୍ବତନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ତାଙ୍କ ରୋଷେୟା ମନ୍ମଥ କୁମ୍ଭଙ୍କ ଆଗୁଆ ଜାମିନ୍ ଆବେଦନକୁ ହାଇକୋର୍ଟ ଖାରଜ କରିଥିବା ନେଇ ରିପୋର୍ଟ ମିଳିଛି।
ତେବେ ଏହି ନିଷ୍ପତ୍ତି ବିଚାରପତି ଭି ନରସିଂହଙ୍କ…