ଆସନ୍ତକାଲି ନାମାଙ୍କନ ଦାଖଲର ଶେଷ ତାରିଖ, ଆଜି କଂଗ୍ରେସ ଘୋଷଣା କରିବ ଆମେଠି ଓ ରାୟବରେଲି ଲୋକସଭା ଆସନର ପ୍ରାର୍ଥୀ
ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଦୁଇ ଚର୍ଚ୍ଚିତ ଲୋକସଭା ଆସନ ଆମେଠି ଓ ରାଏବରେଲି ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ। ନାମାଙ୍କନ ଦାଖଲର ସମୀୟସୀମା ଆସନ୍ତାକାଲି ଶେଷ ହେଉଛି। ଏହା ପୂର୍ବରୁ ଆଜି କଂଗ୍ରେସ ଏହି ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବାକୁ ଯାଉଛି।
କଂଗ୍ରେସ…