ପ୍ରାର୍ଥୀପତ୍ର ଦାଖଲ କଲେ ତାଳଚେର ବିଜେଡି ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ
ତାଳଚେର: ତାଳଚେର ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନ ଦାଖଲ କଲେ ବିଜେଡି ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ । ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ପ୍ରଥମେ ସେ ତାଳଚେର ସ୍ଥିତ ଜଗନ୍ନାଥ ମନ୍ଦିର ଯାଇ ଆଶୀର୍ବାଦ ଲୋଡିଥିଲେ । ଏହି ଅବସରରେ ତାଙ୍କ ସହ ହଜାର ହଜାର ସମର୍ଥକ ଥିଲେ ।
ଏହା ପରେ…