Napada Bypoll 2025: ନୂଆପଡ଼ା ଉପନିର୍ବାଚନ; ୮ ଜୋନ୍ରେ ୮ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଲା ବିଜେପି
ନୂଆପଡା:ନୂଆପଡ଼ା ଉପନିର୍ବାଚନ ହାତେଇବା ପାଇଁ ପ୍ରୟାସ ଜାରି ରଖିଛନ୍ତି ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ । ତେବେ ବିଜେପି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରି ନୂଆପଡ଼ା ଉପନିର୍ବାଚନ ପାଇଁ ୮ ମନ୍ତ୍ରୀଙ୍କୁ ୮ଟି ଜୋନର ଦାୟିତ୍ୱ ଦେଇଛି । ୮ଟି ଜୋନକୁ ଜଗିବେ ୮ ଜଣ ମନ୍ତ୍ରୀ ।
ବଞ୍ଜରୀ…