ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ଜୋନାଲ୍ ଅଫିସରେ ଅଗ୍ନିକାଣ୍ଡ
ମୟୂରଭଞ୍ଜ: ବ୍ୟାଙ୍କ ରେ ଅଗ୍ନିକାଣ୍ଡ । ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ଜୋନାଲ୍ ଅଫିସରେ ଘଟିଛି ଅଗ୍ନିକାଣ୍ଡ । ଏଥିରେ ତିନି ଜଣ ଅସୁସ୍ଥ ଅବସ୍ଥାରେ ଉଦ୍ଧାର ହୋଇଥିବା ବେଳେ କିଛି ଲୋକ ଫସିଥିବା ରହିଥିବା ଆଶଙ୍କା କରାଯାଉଛି । ଏବେବି ଉଦ୍ଧାର କାର୍ଯ୍ୟ ଜାରିରହିଛି ।
ନିଆଁ ଲିଭାଇବା…