କାର୍-ବୋଲେରୋ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ ଗୁରୁତର
ବରଗଡ଼: ବରଗଡ଼ ଜିଲ୍ଲା ଅନ୍ତର୍ଗତ ଭଟଲି ବ୍ଲକ ସୁଲସୁଳିଆରେ ମର୍ମଦୁନ୍ତ ସଡକ ଦୁର୍ଘଟଣା । କାରକୁ ଧକ୍କା ଦେଲା ବୋଲେରୋ । ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଆଉ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି ।
ସୂଚନା ମୁତାବକ, ଏକ ଅଲ୍ଟୋ କାର ଓଡି୦୨ବିଏ୩୩୮୭ ରେ ରୁଚିଦା ଗ୍ରାମର ତିନିଜଣ…