ହଠାତ୍ ହୁତୁ ହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ବସ୍, ଅଳ୍ପକେ ବଞ୍ଚିଲେ ୪୦ ଯାତ୍ରୀ
ଢେଙ୍କାନାଳ: ବସ୍ରେ ହଠାତ୍ ଲାଗିଲା ନିଆଁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ଏଭଳି ଅଘଟଣ ଘଟିଛି ଢେଙ୍କାନାଳ ଜିଲ୍ଲାର ୫୫ ନମ୍ବର ଜାତୀୟ ରାଜପଥରେ । ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି ।
ଖବର ମୁତାବକ, ଅନୁଗୁଳ ରୁ ଭୁବନେଶ୍ୱର ଯାଉଥିବା ପ୍ରିୟାଂଶି ନାମକ ବସ୍ ଆଜି ଢେଙ୍କାନାଳ…