ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନ
ସମ୍ବଲପୁର: ବିଜେଡିର ପୂର୍ବତନ ସାଂସଦ ନଗେନ୍ଦ୍ର କୁମାର ପ୍ରଧାନ ବିଜୁ ଜନତା ଦଳରୁ ଇସ୍ତଫା ଦେବା ପରେ ଆଜି ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଦଳର ରାଜ୍ୟ ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ସାମିଲ ହୋଇଛନ୍ତି।
ଅଜୟ କୁମାର ନଗେନ୍ଦ୍ରଙ୍କ ନିଷ୍ପତ୍ତିରେ ଖୁସି…