ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ତଦନ୍ତ ନିର୍ଦ୍ଦେଶ
ଭୋଜପୁର: ବିହାରର ଭୋଜପୁରରେ ଲୋକସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀଙ୍କ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି ପାଇଛି । ବର୍ତମାନ ସୁଦ୍ଧା ଏହି ଜିଲ୍ଲାରେ ୪୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଅସୁସ୍ଥତା କାରଣ ଦର୍ଶାଇ ଡ୍ୟୁଟି କରିବାକୁ ଚାହୁଁ ନାହାନ୍ତି ।…