ରାଜ୍ୟ ସରକାରଙ୍କ ବିରୋଧରେ ଲୋକାର୍ପିତ ହେଲା ବିଜେପିର ଚାର୍ଜସିଟ୍
ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବିରୋଧରେ ବିଜେପିର ଚାର୍ଜସିଟ୍ ଲୋକାର୍ପିତ । ଚାର୍ଜସିଟ୍ ଲୋକାର୍ପିତ କଲେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ । କେତେଦିନ ସହିବା, ପରିବର୍ତ୍ତନ ଆଣିବା' ନାଁରେ ତିଆରି ହୋଇଛି ଚାର୍ଜସିଟ୍ । ଓଡିଶା ଅସ୍ମିତା ପାଇଁ ଲଢେଇ ଡାକରା ଦେଇଥିବା ବିଜେପି ୨୫ ବର୍ଷ…