Latest Odisha News

BREAKING NEWS

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ।  ORHDS ଦୁର୍ନୀତି ମାମଲାରେ ଜାମିନ ଦେଲେ ସୁପ୍ରିମକୋର୍ଟ । ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କଲେ କୋର୍ଟ । ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କଲେ କୋର୍ଟ । ହାଇକୋର୍ଟ ରାୟକୁ ଚାଲେଞ୍ଜ୍ କରି ସୁପ୍ରିମକୋର୍ଟ…

ଅବସର ନିଷ୍ପତିରୁ ଓହରିବେ ନାହିଁ ସୁନୀଲ ନାରିନ

କୋଲକାତା: ଚଳିତ ଆଇପିଏଲରେ କୋଲକାତା ନାଇଟ ରାଇଡର୍ସର ଅଲରାଉଣ୍ଡର ସୁନୀଲ ନାରିନ ଚମତ୍କାର ପ୍ରଦର୍ଶନ ଜାରୀ ରଖିଛନ୍ତି । ଏହା ଦେଖି ୱେଷ୍ଟଇଣ୍ଡିଜ ଟି୨୦ ଟିମର ଅଧିନାୟକ ତାଙ୍କୁ ଆନ୍ତର୍ଜାତୀୟ କ୍ରିକେଟରୁ ନେଇଥିବା ଅବସର ନିଷ୍ପତିରୁ ଓହରିଯିବା ପାଇଁ ଅନୁରୋଧ କରିଥିଲେ । ତେବେ ମଙ୍ଗଳବାର…

ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ସମ୍ମାନାର୍ଥେ ରାତ୍ରୀ ଭୋଜନର ଆୟୋଜନ କଲେ ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସୋମବାର ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ସମ୍ମାନାର୍ଥେ ରାତ୍ରୀ ଭୋଜନର ଆୟୋଜନ କରିଥିଲେ। ଏନେଇ ଗୃହମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରିଛନ୍ତି । ଗତ ୧୦ ବର୍ଷ ମଧ୍ୟରେ ଦେଶରେ ଉନ୍ନତି ପାଇଁ ଘଟିଥିବା ବିସ୍ତୃତ…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସମ୍ବଲପୁର ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଲେ ରାସେଶ୍ବରୀ ପାଣିଗ୍ରାହୀ । ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ଦଳର ଟାଣୁଆ ନେତ୍ରୀ ରାସେଶ୍ବରୀ ପାଣିଗ୍ରାହୀ ଛାଡିଲେ ବିଜେଡି। ସେ ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି । ସଂଗଠନ ସଭାପତିଙ୍କ ଜରିଆରେ ଦଳର ସୁପ୍ରିମୋ ନବୀନ…

ସାମରିକ ଖର୍ଚ୍ଚରେ ଆମେରିକା ବିଶ୍ୱର ପ୍ରଥମ ବୃହତ୍ତମ ଦେଶ, ଚତୁର୍ଥରେ ଭାରତ

ନୂଆଦିଲ୍ଲୀ: ବର୍ତ୍ତମାନ ଋଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଦେଖିଲେ ଲାଗୁଛି ସାରା ବିଶ୍ୱ ଧିରେ ଧିରେ ଯୁଦ୍ଧ ଆଡକୁ ଗତି କରୁଛି। ଏଭଳି ପରିସ୍ଥିତିରେ ସାରା ବିଶ୍ୱରେ ସୈନ୍ୟବାହିନୀ ଏବଂ ଅସ୍ତ୍ରଶସ୍ତ୍ରରେ ବର୍ତ୍ତମାନ ଯେତିକି ପରିମାଣରେ ଖର୍ଚ୍ଚ କରାଯାଉଛି, ପୂର୍ବରୁ ସେତିକି ପରିମାଣରେ…

Edit କବିତା : ପ୍ରେମ

ତପସ୍ୱିନୀ ଶତପଥୀ ଶାଶ୍ୱତ ଅମୃତର ସ୍ପର୍ଶ ଯୋଡ଼େ ଦୁଇ ଅନ୍ତର ନା ତାର ପ୍ରେମ କରଇ ସଭିଙ୍କୁ ହର୍ଷ ସୁପ୍ତ ଚେତନାକୁ ଜାଗ୍ରତ କରେ ସ୍ଵୟଂ ସିଦ୍ଧ କରେ ପରିଚୟ । ମୃଦୁ ମଳୟର ମଳୟ ପବନେ ପୁଲକିତ ସ୍ପନ୍ଦନ ପ୍ରେମ ନିଷ୍ପାପ କରେ ଜୀବନ ବନ୍ଧନ ଶ୍ରାବଣ ଭିଜା ବରଷା ଟିପାରେ ତନୁ ମନ…

ତାଜମହଲକୁ ନେଇ ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ, ରାଜ୍ୟ ସରକାରଙ୍କୁ ଦିଆଗଲା ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖ ଅଞ୍ଚଳର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ଯୋଜନା ଉପରେ ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ASI) ରୁ ପ୍ରତିକ୍ରିୟା ମାଗିଛନ୍ତି। ଜଷ୍ଟିସ ଅଭୟ ଏସ ଓକା ଏବଂ ଉଜ୍ଜଲ ଭୂୟାଁଙ୍କକ ଏକ ବେଞ୍ଚ ଉତ୍ତରପ୍ରଦେଶ…

ରିଲ୍ସ ଦେଖୁଥିଲେ ହୋଇଯାଆନ୍ତୁ ସାବଧାନ

ଭୁବନେଶ୍ବର: ଆଜିକାଲି ପ୍ରାୟ ସମସ୍ତେ ଦୈନଦିନ ଜୀବନରେ ଫୋନକୁ ଏକ ନିତ୍ୟ ବ୍ୟବହାର୍ଯ୍ୟ ବସ୍ତୁ ରୂପେ ଆପଣାଇ ସାରିଲେଣି । ଛୋଟରୁ ବଡ ପର୍ଯ୍ୟନ୍ତ ସମସ୍ତେ ଫୋନ ପାଇଁ ପାଗଳ । ଫୋନରେ ରିଲ୍ସ  ଦେଖିବା ପାଇଁ ନିଜର ଗୁରୁତ୍ୱପୂର୍ଣ୍ଣ କାମ ମଧ୍ୟ ଭୁଲିଯାଉଛନ୍ତି। କିନ୍ତୁ  ଏହା ଦ୍ୱାରା…

ମାଡ଼ ମାରି ମୋବାଇଲ ଫୋନ ଲୁଟ ମାମଲାରେ ଅଭିଯୁକ୍ତକୁ ବର୍ଷେ ଜେଲ୍ ଦଣ୍ଡ

ଭୁବନେଶ୍ୱର: ନୟାପଲ୍ଲୀ ଥାନା ଅଞ୍ଚଳରେ ଜଣକୁ ମାଡ଼ ମାରି ମୋବାଇଲ ଫୋନ ଲୁଟ କରିବା ମାମଲାରେ ଅଭିଯୁକ୍ତକୁ ବର୍ଷେ ଜେଲ୍ ଦଣ୍ଡ। ଏହି ସଜା ଶୁଣାଇଛନ୍ତି ଭୁବନେଶ୍ୱର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ-୩ ର ବିଚାରପତି। ପୋଲିସ ସୂଚନା ଅନୁଯାୟୀ, ଅଭିଯୋଗକାରୀ ମାନସ ରଞ୍ଜନ ସାହୁ ଭରତପୁର ଥାନା…

ସାଂସଦ-ବିଧାୟକଙ୍କ ବିରୋଧରେ ୨୦୦୦ରୁ ଅଧିକ ମାମଲାରେ ସ୍ୱତନ୍ତ୍ର କୋର୍ଟ ଦେଇଛନ୍ତି ରାୟ

ନୂଆଦିଲ୍ଲୀ: ସାଂସଦ ଏବଂ ବିଧାୟକଙ୍କ ସହ ଜଡିତ ଅପରାଧିକ ମାମଲାରେ ସୁପ୍ରିମକୋର୍ଟଙ୍କୁ ସୂଚନା ଦିଆଯାଇଥିଲା ଯେ ସେମାନଙ୍କ ଶୁଣାଣି କରୁଥିବା ସ୍ୱତନ୍ତ୍ର ଅଦାଲତ ୨୦୨୩ ମସିହାରେ ୨୦୦୦ରୁ ଅଧିକ ମାମଲା ଉପରେ ରାୟ ଦେଇଛନ୍ତି। ସାଂସଦ-ବିଧାୟକଙ୍କ ବିରୋଧରେ ଅପରାଧିକ ମାମଲାର ଶୀଘ୍ର ସମାଧାନ ପାଇଁ…