ଜୟପୁର ବିଧାନସଭା ବିଜେପିରୁ ଲଢ଼ିବେ ଗୌତମ ସାମନ୍ତରାଏ
ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି ରବିବାର ଦିନ କୋରାପୁଟ ଜିଲ୍ଲାର ଜୟପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଜୟପୁର ବିଧାନସଭା ବିଜେପିରୁ ଲଢ଼ିବେ ଗୌତମ ସାମନ୍ତରାଏ ।
ନୂଆଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ କାର୍ଯ୍ୟାଳୟ କହିଛି ଯେ କୋରାପୁଟ ଲୋକସଭା…