ଜୁଲାଇ ୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ଭୁବନେଶ୍ବର: ଆସନ୍ତା ସୋମବାର ଅର୍ଥାତ୍ ଜୁଲାଇ ୧୩ରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି" କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ କାର୍ଯ୍ୟ ରହିଥିବାରୁ ଆସନ୍ତା ସୋମବାର ଦିନ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।
ପରବର୍ତ୍ତୀ…