Shree Jagannath Temple Land Settlement:ଶ୍ରୀ ଜଗନ୍ନାଥ ମନ୍ଦିର ଜମି ବନ୍ଦୋବସ୍ତ ପାଇଁ ଇ-ପୋର୍ଟାଲର ହେବ ବିକାଶ;…
ଭୁବନେଶ୍ୱର:ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ପ୍ରକ୍ରିୟାକୁ ଅଧିକ ଶୃଙ୍ଖଳିତ କରିବା ଏବଂ ଆଗକୁ ନେବା ପାଇଁ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘଦିନ ଧରି ଶ୍ରୀଜଗନ୍ନାଥଙ୍କ ଜମିରେ ବସବାସ କରୁଥିବା ସେବାୟତ ଓ…