BJD Rajya Sabha Candidate: ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲେ ନବୀନ ପଟ୍ଟନାୟକ
ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ଦୁଇ ପ୍ରାର୍ଥୀ ଦେଲା ବିଜେଡି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦୁଇ ଜଣଙ୍କ ନାଁ ରାଜ୍ୟସଭା ପ୍ରାର୍ଥୀ ଲାଗି ଘୋଷଣା କରିଛନ୍ତି । ସନ୍ତୃପ୍ତ ମିଶ୍ର ଦଳୀୟ ପ୍ରାର୍ଥୀ ଓ ଡାକ୍ତର ଦତ୍ତେଶ୍ବର ହୋତା କମନ୍ କ୍ୟାଣ୍ଡିଡେଟ୍ ହେବେ ବୋଲି ଘୋଷଣା…