ବିବାହ ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଅଭିଯୋଗ, ଇନ୍ସପେକ୍ଟର ଗିରଫ
ଭୁବନେଶ୍ୱର: ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଜଣେ ମହିଳା ସବ-ଇନ୍ସପେକ୍ଟର (ଏସ୍ଆଇ)ଙ୍କୁ ବହୁ ବର୍ଷ ଧରି ଯୌନ ଶୋଷଣ କରିବା ଅଭିଯୋଗରେ ଜଣେ ପୋଲିସ ଇନ୍ସପେକ୍ଟରଙ୍କୁ ଗିରଫ କରାଯାଇଛି।
ଅଭିଯୁକ୍ତଙ୍କ ନାମ ଯଶୋବନ୍ତ ଆଚାର୍ଯ୍ୟ ବୋଲି ଚିହ୍ନଟ କରାଯାଇଛି। ଯିଏକି ୨୦୧୭ରେ ରାଜ୍ୟ ପୋଲିସରେ…