Latest Odisha News

BREAKING NEWS

ରାଜ୍ୟରେ କମୁଛି ଦୈନକ ସଂକ୍ରମଣ; ୨୯୧୨ ଜଣ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ ସଂଖ୍ୟା। ଆଜି ପୁଣି ୩ ହଜାର ତଳକୁ ଖସିଛି ‌ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୯୧୨ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।। ସେଥିମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୭୫ ଜଣ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ରହିଛି…

ଗଳ୍ପ : ମଣିଷ ପଣିଆ 

କୌସ୍ତୁଭ ମାନ୍ନା  ଅତ୍ୟନ୍ତ କଡା ନିରାପତ୍ତା ଓ ଜାକଜମକରେ ନିର୍ବାଚନୀ ସଭା ଶେଷ ହେଲା। ନେତା, ମନ୍ତ୍ରୀ, ସମର୍ଥକ, ମାଇକବାଲା, ଲାଇଟବାଲା ଓ ସ୍ବାଗତ ସମର୍ଦ୍ଧନାକାରି ଦଳ ସମସ୍ତେ ନିମିଷକ ମଧ୍ୟରେ ସେଇ ସ୍ଥାନ ଛାଡ଼ି ନିଜ ନିଜ କାମରେବାହୁଡ଼ିଲେ। ରହିଗଲା, କେବଳ ନେତା ବକ୍ତା ଶୂନ୍ୟ ଖାଲି…

ପ୍ରକୃତି ବନ୍ଧୁ ପୁରସ୍କାର ପାଇଁ ତ୍ରିନାଥ ପଟ୍ଟନାୟକ ମନୋନୀତ

କୋରାପୁଟ : ନନ୍ଦପୁର ବ୍ଲକର ପାଡୁଆସ୍ଥିତ ରାଧାକୃଷ୍ଣ କନିଷ୍ଠ ମହାବିଦ୍ୟାଳୟରେ କାର୍ଯ୍ୟରତ ଇଂରାଜୀ ଅଧ୍ୟାପକ ତ୍ରିନାଥ ପଟ୍ଟନାୟକ ଶ୍ରେଷ୍ଠ ସମାଜସେବୀ ଭାବରେ ରାଜ୍ୟ ସରକାରଙ୍କ ଜଙ୍ଗଲ ଏବଂ ପରିବେଶ ବିଭାଗ ପକ୍ଷରୁ ୨୦୨୦ ମସିହା ପାଇଁ ପ୍ରକୃତି ବନ୍ଧୁ-୨୦୨୦ ପୁରସ୍କାର ପାଇବା ପାଇଁ ମନୋନୀତ…

ଫଟୋ ପଲିଟିକ୍ସ, ସୌମ୍ୟଙ୍କ ମନ୍ତବ୍ୟ ଆଣିଲା ନୂଆ ଟୁଇଷ୍ଟ

ଭୁବନେଶ୍ବର : ଟିକାକରଣ କେନ୍ଦ୍ରରେ କାହାର ରହିବ ଫଟୋ । ପ୍ରଧାନମନ୍ତ୍ରୀଙ୍କର ନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର । ଏହାକୁ ନେଇ ଏବେ ବିଜେପି ଓ ବିଜେଡି ମଧ୍ୟରେ ଆରମ୍ଭ ହୋଇଛି ତୁ ତୁ ମେଁ ମେଁ । ଉଭୟ ଉଭୟଙ୍କୁ ଟାର୍ଗେଟ୍ କରି ସମାଲୋଚନା କରିବାକୁ ପଛାଉନାହାନ୍ତି । ଏପରିକି…

ଘରୋଇ ହସ୍ପିଟାଲରେ ସରକାରୀ କୋଭିଡ୍ ଟିକା ମନା

ଭୁବନେଶ୍ୱର: ରାଜ୍ୟର ଘରୋଇ ହସ୍ପିଟାଲ ଗୁଡ଼ିକରେ ଆଉ ସରକାର କିଣୁଥିବା କୋଭିଡ୍ ଟିକା ଉପଲବ୍ଧ ହେବ ନାହିଁ । ଏପରିକି ହସ୍ପିଟାଲ ଗୁଡ଼ିକୁ ଆଉ ସରକାରୀ କୋଭିଡ୍ ଟିକା ଯୋଗାଣ କରାଯିବ ନାହିଁ  । ଯାହା ସେମାନଙ୍କୁ ଦିଆଯାଇଛି ତାକୁ ତୁରନ୍ତ ଫେରସ୍ତ ଆଣିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି…

କରୋନାରେ ଦୁଇ ମାଓବାଦୀ ମୃତ

ଭୁବନେଶ୍ୱର: କରୋନାରେ ଦୁଇ ମାଓବାଦୀ ମୃତ । କରୋନାରେ ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୃତ୍ୟୁ । ଟପ୍ ମାଓନେତା ହରିଭୂଷଣ ଓ ସାରକ୍କଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।  ଆଉ ଦୁଇ ଜଣ ଆତ୍ମସମର୍ପଣ  କରିଛନ୍ତି । କରୋନାରେ ଉଭୟଙ୍କ ମୃତ୍ୟୁ ହୋଇଥିବା ଲାଲବାହିନୀ ପକ୍ଷରୁ ସ୍ପଷ୍ଟ କରାଯାଇଛି ।…

ବ୍ରାଜିଲରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧ ଲକ୍ଷ ୧୫ ହଜାର ୨୨୮ କରୋନା ଆକ୍ରାନ୍ତ

ବ୍ରାଜିଲ : ବିଭିନ୍ନ ରାଷ୍ଟ୍ରରେ ପୁଣି ଚିନ୍ତା ବଢାଇଲାଣି କିଲର ଭାଇରସ । ଏହି କ୍ରମରେ ବ୍ରାଜିଲରେ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୧ ଲକ୍ଷ ୧୫ ହଜାର ୨୨୮ କରୋନା ଆକ୍ରାନ୍ତ । କରୋନା ସଂକ୍ରମଣକୁ ନେଇ ଏବେ ସାରା ଦେଶରେ ପୁଣି ଦେଖାଦେଇଛି ଆତଙ୍କ । ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି-…

ସାମୟିକ ଭାବେ ପରିବର୍ତ୍ତିତ ମାର୍ଗରେ ଯାତାୟାତ କରିବ ୧୨ ଟ୍ରେନ୍

ଭୁବନେଶ୍ବର : ପୂର୍ବତଟ ରେଳପଥ ପରିସୀମା ଦେଇ ଚଳାଚଳ କରୁଥିବା ୧୨ଟି ଟ୍ରେନର ରୁଟରେ ପରିବର୍ତ୍ତନ । ପୂର୍ବ ସୀମାନ୍ତ ରେଳପଥରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ସାମୟିକ ଭାବେ ପରିବର୍ତ୍ତିତ ମାର୍ଗରେ ଯାତାୟାତ କରିବ ୧୨ଟି ଟ୍ରେନ୍ । ଏନେଇ ରେଳବାଇ ପକ୍ଷରୁ ନିଷ୍ପତ୍ତି…

ଶ୍ରୀମନ୍ଦିର ବଳୟ ଉପରେ ହେଲିକପ୍ଟର

ପୁରୀ: ଶ୍ରୀମନ୍ଦିର ବଳୟ ଉପରେ ହେଲିକପ୍ଟର ଶ୍ରୀମନ୍ଦିର ଉପରେ ଉଡିଲା ହେଲିକପ୍ଟର । ଶ୍ରୀମନ୍ଦିର ଅଞ୍ଚଳ ନୋ ଫ୍ଲାଇଂ ଜୋନ୍ ହୋଇଥିବା ବେଳେ ହେଲିକପ୍ଟର ଉଡୁଥିବା ଦେଖିବାକୁ ମିଳିଥିଲା । ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ନୀତି ଚାଲିଥିବା ବେଳେ ଶ୍ରୀମନ୍ଦିର ସୁରକ୍ଷା ବଳୟ…

୮ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର,…