ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର: ବିଜେଡି ନେତା ତଥା ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଭିକେ ପାଣ୍ଡିଆନ, ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ର ହସ୍ପିଟାଲ ଯାଇ ଚନ୍ଦ୍ରଶେଖର ସାହୁଙ୍କ…