ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ହାଲୁକା ବର୍ଷା
ଭୁବନେଶ୍ଵର: ପଶ୍ଚିମା ଝଡ ପ୍ରଭାବରେ ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗର ନିମ୍ନଚାପ ରେଖା ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ଲାଗିରହିଛି । ଟ୍ୱିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ଏଥିସହ ରାଜ୍ୟର ୧୪…