ITDA ବାଲିଗୁଡ଼ା AEE ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍
ଭୁବନେଶ୍ୱର: କନ୍ଧମାଳ ବାଲିଗୁଡ଼ାର ଆଇଟିଡିଏର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରାଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ତାଙ୍କ ସହ ଜଡିତ ୯ଟି ସ୍ଥାନରେ ଏକକାଳୀନ ରେଡ୍ ଆରମ୍ଭ କରିଛି।
ଭୁବନେଶ୍ୱରର ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ…