ଆଉ ଦୁଇ ଦିନ କାଳବୈଶାଖୀ, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ବର: ଗତ କିଛି ଦିନର ଅସହ୍ୟ ଗରମ ଓ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ମିଳିଲା ଆଶ୍ବସ୍ତି । ରବିବାର ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ମଧ୍ୟ ହୋଇଛି । ଉପକୂଳବର୍ତ୍ତୀ ଜିଲାଗୁଡିକରେ କଳାବୈଶାଖୀ ଜନିତ ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ଏବଂ କୁଆପଥର ବର୍ଷା…