ଘରେ ପଶି ଯୁବକଙ୍କୁ ହାଣିଲେ, କାରଣ ଅସ୍ପଷ୍ଟ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମ ଥାନା ଅଧୀନ ପାଣ୍ଡିଆ ତନ୍ଦରା ସାହିରେ ବିଭତ୍ସ ହତ୍ୟାକାଣ୍ଡ । ଘରେ ପଶି ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ମୃତ ଯୁବକ ଜଣଙ୍କ ହେଲେ ମୁରଳି ବାଡ଼ତ୍ୟା ।
ଖବର…