Pipili Chandua Handicraft Hub: ୮୦ କୋଟିରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପିପିଲି ତହସିଲ ଅନ୍ତର୍ଗତ ଜଗନ୍ନାଥପୁର ମୌଜାରେ ୫ ଏକରରୁ ଅଧିକ ଜମି ଉପରେ ଏକ ଅତ୍ୟାଧୁନିକ ‘ପିପିଲି ଚାନ୍ଦୁଆ ହସ୍ତଶିଳ୍ପ ହବ୍’ ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ପ୍ରାୟ ୮୦ କୋଟି ଟଙ୍କା…