ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା
ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସେ ବିଧିବଦ୍ଧ ଭାବରେ ବିଜେଡିରେ ସାମିଲ ହୋଇଛନ୍ତି । ୨ ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ ।
ପୂର୍ବତନ ବିଧାୟକ ପ୍ରକାଶ ବେହେରା କଟକ ସଦର ବିଜେପି ସଭାପତି…