ଗୁରୁକୁଳ ଉତ୍ସବ ୨୦୨୩ ଦ୍ୱିତୀୟ ସନ୍ଧ୍ୟାରେ ଦର୍ଶକ ବିଭୋର
ଭୁବନେଶ୍ୱର : ଗୁରୁ ରାମହରି ଦାସ ଓଡ଼ିଶୀ ଗୁରୁକୁଳ ପକ୍ଷରୁ ଆୟୋଜିତ ଗୁରୁକୁଳ ଉତ୍ସବ-୨୦୨୩ ର ଦ୍ଵିତୀୟ ସନ୍ଧ୍ୟାକୁ ଓଡ଼ିଶା ସଂଗୀତ ନାଟକ ଏକାଡେମୀର ସଚିବପ୍ରବୋଧ କୁମାର ରଥ ଆନୁଷ୍ଠାନିକ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ।
ଏହି କାର୍ଯକ୍ରମରେ ଦ୍ବୈତ ହିନ୍ଦୁସ୍ତାନୀ କଣ୍ଠ…