ଚଳିତବର୍ଷ ରାଜ୍ୟରେ ପ୍ରଥମଥର ୪୦ ଡିଗ୍ରୀ ଛୁଇଁଲା ଦିନର ସର୍ବୋଚ୍ଚ ତାପମାତ୍ରା
ଭୁବନେଶ୍ବର: ଅସହ୍ୟ ତାତିରେ ଛଟପଟ ରାଜ୍ୟବାସୀ । ଚଳିତବର୍ଷ ପ୍ରଥମଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ଦିନର ସର୍ବୋଚ୍ଚ ତାପମାତ୍ରା । ଗତକାଲି ୫ଟି ସହର ଟିଟଲାଗଡ, ବଲାଙ୍ଗୀର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି ।
ତାତି ସାଙ୍ଗକୁ…