ଲୋକସଭା ନୁହଁ, ବିଧାନସଭା ଆସନରୁ ଲଢିବାକୁ ଆଗ୍ରହୀ ଅଂଶୁମାନ
ଭୁବନେଶ୍ୱର: ଗତକାଲି (ବୁଧବାର) ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ ଦୁଇଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି । ପ୍ରଥମ ପର୍ଯ୍ୟାୟରେ ମୋଟ ୭୨ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବାବେଳେ, ସେହିପରି ମୋଟ ୨୧ଟି ଲୋକସଭା ଆସନ ମଧ୍ୟରୁ ବିଜେଡି ଦୁଇଟି…