Latest Odisha News

BREAKING NEWS

ଟିଏମସି ନେତା ମହୁଆ ମୈତ୍ରୀଙ୍କୁ ଇଡି ସମନ

ନୂଆଦିଲ୍ଲୀ: ଫେମା ମାମଲାରେ ତୃଣମୁଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରୀଙ୍କୁ ସମନ ପଠାଇଲା ଇଡି । ଆସନ୍ତା ୨୮ତାରିଖରେ ଦିଲ୍ଲୀ ଇଡି କାର୍ଯ୍ୟାଳୟରେ ପହଞ୍ଚିବା ପାଇଁ ସମନ ପଠାଇଛି କେନ୍ଦ୍ରିୟ ଯାଞ୍ଚ ଏଜେନ୍ସି । ତେବେ ଏହି ମାମଲାରେ ଦର୍ଶନ ହୀରାନନ୍ଦାନିଙ୍କୁ ମଧ୍ୟ ଆସନ୍ତାକାଲି ପଚରାଉଚରା ପାଇଁ…

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ଵର: ସବୁ ଅପେକ୍ଷାର ହେଲା ଅନ୍ତ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପାର୍ଥୀ ତାଲିକା ଘୋଷଣା କରିଛନ୍ତି । ଜନ ସାଧାରଣଙ୍କ ଆଶୀର୍ବାଦ କାମନା କରି ମୁଖ୍ୟମନ୍ତ୍ରୀ ନବୀନ…

କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ସୁର ରାଉତରାୟ, ପୁଅ ବିଜେଡିରେ ମିଶିବା ପରେ ନିଷ୍ପତ୍ତି

ଭୁବନେଶ୍ବର: କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ । କଂଗ୍ରେସର ସମସ୍ତ ପଦ ପଦବୀ ଛାଡିବା ପରେ ମଧ୍ୟ ସେ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି । ସାନ ପୁଅ ମନ୍ମଥ ରାଉତରାୟ ଆଜି ବିଜେଡିରେ ମିଶିବା ପରେ ଏଭଳି ପଦକ୍ଷେପ ନେଇଛନ୍ତି ସୁର । ଆଜି ଶଙ୍ଖ ଭବନରେ ଆୟୋଜିତ…

ଆପକୁ ହାଇକୋର୍ଟଙ୍କ ଚେତାବନୀ, କୋର୍ଟ ପରିସରରେ ପ୍ରତିବାଦ କଲେ ପରିଣାମ ଭୟଙ୍କର ହେବ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ ହେବା ପରେ ଆମ ଆଦମୀ ପାର୍ଟିର ବିରୋଧ ପ୍ରଦର୍ଶନ ଜାରି ରହିଛି। ଆମ ଆଦମୀ ପାର୍ଟିର କର୍ମକର୍ତ୍ତାମାନେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଘେରାଉ କରିବା ପାଇଁ ରାସ୍ତାରେ ତୀବ୍ର ପ୍ରତିବାଦ…

ଅଧିନାୟକ ହେବା ପରେ ନିଜକୁ ଭଗବାନ ଭାବୁ ନାହାନ୍ତି ତ ହାର୍ଦ୍ଦିକ

ମୁମ୍ବାଇ: ଚଳିତ ଆଇପିଏଲରେ ରୋହିତ ଶର୍ମାଙ୍କ ବଦଳରେ ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ନିଯୁକ୍ତ କରିଛି । ଅବଶ୍ୟ ଏହା ସମୀକ୍ଷକ, ପ୍ରଶଂସକ କିମ୍ବା ସାଥୀ ଖେଳାଳି କାହାକୁ ହଜମ ହୋଇନି । ହାର୍ଦ୍ଦିକଙ୍କ ନେତୃତ୍ୱରେ ମୁମ୍ବାଇ ନୈରାଶ୍ୟଜନକ ଢ଼ଙ୍ଗରେ ତାର ଅଭିଯାନ ଆରମ୍ଭ…

ଟ୍ରେନରେ ଲାଗିଲା ନିଆଁ, ଝରକା ପଟେ ଡେଇଁଲେ ଯାତ୍ରୀ

ପାଟଣା: ହୋଲି ସ୍ପୋଶାଲ୍ ଟ୍ରେନରେ ଅଗ୍ନିକାଣ୍ଡ। ବିହାରର କାରିସାଥ ଷ୍ଟେସନ ନିକଟରେ ଏକ ହୋଲି ସ୍ପୋଶାଲ୍ ଟ୍ରେନରେ ହଠାତ୍ ନିଆଁ ଲାଗିଯାଇଥିଲା। ଟ୍ରେନର ୩ଟି ଏସି ବଗିରେ ନିଆଁ ଲାଗି ଥିବାବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ସମସ୍ତ ଯାତ୍ରୀ । ଖବରପାଇ ତୁରନ୍ତ ରେଳବିଭାଗର ଅଧିକାରୀ ଓ ପୋଲିସ…

ଶଙ୍ଖ ଧରିଲେ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ; କହିଲେ, ବାପାଙ୍କ ଆର୍ଶୀବାଦ ନେଇ ବିଜେଡିରେ ମିଶିଲି

ଭୁବନେଶ୍ବର: ଦୀର୍ଘ ଦିନ ଧରି ଚର୍ଚ୍ଚାର ଅନ୍ତ ଘଟିଲା । ଶଙ୍ଖ ଧରିଲେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ । ଆଜି ଶଙ୍ଖ ଭବନରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ ମନ୍ମଥ । ଭୁବନେଶ୍ୱର ମାଉସୀମାଆ ମନ୍ଦିର ଛକରୁଏକ ବିରାଟ ପଟୁଆର ଧରି ନିଜ…

ବାଇକକୁ ପିଟିଲା ବାଇକ; ଜଣେ ମୃତ, ୨ ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ଅନ୍ୟ ଦୁଇଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ…

ମୁମ୍ବାଇ ହୁକା ବାର ମାମଲା: ବିଗ ବସ୍ ବିଜେତା ମୁନାୱାର ଫାରୁକି ଅଟକ

ମୁମ୍ବାଇ: ପୁଣି ବିବାଦରେ 'ବିଗ୍ ବସ୍' ୧୭ ବିଜେତା ତଥା ଷ୍ଟାଣ୍ଡଅପ୍ ହାସ୍ୟ ଅଭିନେତା ମୁନାୱାର୍ ଫାରୁକି । ମୁମ୍ବାଇ ହୁକା ବାର୍ ମାମଲାରେ ମୁନାୱାର ଫାରୁକିଙ୍କୁ ଅଟକ ରଖିଛି ପୋଲିସ । ଏହି ମାମଲାରେ ମୁନାୱରଙ୍କୁ ମିଶାଇ ମୋଟ ୧୪ ଜଣଙ୍କୁ ପୋଲିସ ହେପାଜତରେ ପଚରାଉଚରା କରାଯାଇଥିଲା। ପଚରାଉଚରା…

ପରିବାରରୁ ଜଣଙ୍କୁ ଟିକେଟ୍, ବିଜେଡିର ନିୟମ ବଢାଇଛି ପଲିଟିକାଲ ପରିବାରଙ୍କ ଚିନ୍ତା

ଭୁବନେଶ୍ଵର: ପରିବାରରୁ ଜଣଙ୍କୁ ଟିକେଟ୍ । ବିଜେଡିର ନିୟମ ବଢାଇଛି ପଲିଟିକାଲ ପରିବାରଙ୍କ ଚିନ୍ତା । ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ପରିବାରରୁ ଆରମ୍ଭ ହୋଇଥିବା ଅସନ୍ତୋଷର ଏହି ନିଆଁ ଏବେ ଅନ୍ୟ ପରିବାରରେ ରାଜନୈତିକ ଭବିଷ୍ୟତରୁ ଅନ୍ଧାରକୁ ଠେଲି ଦେବନି ତ ? କୁହୁଳିଲାଣି…