Latest Odisha News

BREAKING NEWS

୨୦୦ ଲିଟର ବେଆଇନ ଦେଶୀ ମଦ ଜବତ, ଭୁବନେଶ୍ୱରରୁ ଜଣେ ଗିରଫ

ଭୁବନେଶ୍ୱର: ରାଜଧାନୀରେ ପୁଲିସ ପ୍ରାୟ ୨୦୦ ଲିଟର ଦେଶୀ ମଦ ଜବତ କରିବା ସହ ଗଣପତି ଦାସ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଦେଶୀ ମଦ ଗଚ୍ଛିତ ଥିବା ନେଇ ବିଶ୍ୱସ୍ତ ସୂଚନା ଆଧାରରେ ଖଣ୍ଡଗିରି ଥାନାର ଏକ ସ୍ବତନ୍ତ୍ର ଟିମ୍ ଏକ ଅଜ୍ଞାତ ସ୍ଥାନରେ ଚଢ଼ଉ କରିଥିଲା। ଚଢ଼ାଉ ସମୟରେ ଟିମ୍ ୨୦୦…

ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ: ପିସିସି ସଭାପତି

ଭୁବନେଶ୍ୱର: ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଥିବା ବେଳେ ଆଗାମୀ ମାସରେ ଉଭୟ ନିର୍ବାଚନ ପାଇଁ କଂଗ୍ରେସ ଦଳ ପ୍ରାର୍ଥୀ ଘୋଷଣା କରିବାକୁ ପ୍ରସ୍ତୁତି ଚଳାଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ଶରତ ପଟ୍ଟନାୟକ ଏହି ସୂଚନା ଦେଇ…

୨ ରୋଗୀଙ୍କୁ ବଞ୍ଚାଇବା ପାଇଁ ହୃତପିଣ୍ଡ ଓ କିଡନୀ ଦାନ କଲେ ଓଡ଼ିଶାର ସିଆରପିଏଫ ଯବାନ

ଭୁବନେଶ୍ୱର: ଓଡ଼ିଶାର ସିଆରପିଏଫ ହାବିଲଦାର କୃଷ୍ଣଚନ୍ଦ୍ର ମହାଭୋଇଙ୍କ ବିୟୋଗ ପରେ ଦୁଇ ଜଣଙ୍କ ଜୀବନ ବଞ୍ଚାଇବା ପାଇଁ ତାଙ୍କ ପରିବାର ନିଜ ହାର୍ଟ ଓ କିଡନୀ ଦାନ କରିଛନ୍ତି। ଜମ୍ମୁ-କଶ୍ମୀରରେ ଅବସ୍ଥାପିତ ମହାଭୋଇ ଦୁଇ ବର୍ଷ ହେବ ଗୁରୁତର ସ୍ୱାସ୍ଥ୍ୟାବସ୍ଥା ସହ ସଂଘର୍ଷ କରୁଥିଲେ। ବ୍ୟାପକ…

ଭାରତୀୟ ଇସ୍ପାତ ସଂଘର ସଭାପତି ଭାବେ ଦାୟିତ୍ୱ ଗ୍ରହଣ କଲେ ନବୀନ ଜିନ୍ଦଲ

ନୂଆଦିଲ୍ଲୀ: ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (ଜେଏସପିଏଲ)ର ଅଧ୍ୟକ୍ଷ ନବୀନ ଜିନ୍ଦଲ ଇଣ୍ଡିଆନ୍ ଷ୍ଟିଲ୍ ଆସୋସିଏସନ୍ (ଆଇଏସଏ)ର ସଭାପତି ଭାବେ ସର୍ବସମ୍ମତିକ୍ରମେ ନିର୍ବାଚିତ ହୋଇଛନ୍ତି। ଏଏମ୍ଏନ୍ଏସ୍ ଇଣ୍ଡିଆର ସିଇଓ ତଥା ଆର୍ସେଲର ମିତ୍ତଲର କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ଦିଲ୍ଲୀପ ଓମେନଙ୍କ…

ଓଡ଼ିଶାରେ ୧୫ରୁ ଅଧିକ ଲୋକସଭା ଆସନରେ ବିଜେପି ବିଜୟୀ ହେବ: ଅପରାଜିତା

ଭୁବନେଶ୍ୱର: ସ୍ଥାନୀୟ ସାଂସଦ ଅପରାଜିତା ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସହମତି ପ୍ରକାଶ କରି ଆଗାମୀ ନିର୍ବାଚନରେ ବିଜେପି ବିଜୟୀ ହେବାର ସମ୍ଭାବନା ଉପରେ ଆସ୍ଥା ପ୍ରକଟ କରିଛନ୍ତି। ଓଡ଼ିଶାର ୨୧ଟି ଲୋକସଭା ଆସନରୁ ଦଳ ୧୫ରୁ ଅଧିକ ଆସନ ରେ ବିଜୟୀ ହେବ ବୋଲି ସେ…

କାମ୍ବୋଡିଆରେ ରହି ଭାରତୀୟଙ୍କୁ ଠକୁଥିଲେ, ୨ ଜଣଙ୍କୁ ଧରିଲା ପୋଲିସ

ରାଉରକେଲା: କାମ୍ବୋଡିଆରେ ରହି ଭାରତୀୟଙ୍କୁ ଠକୁଥିଲେ। କେବେ ଡେଟିଂ ଆପରେ ତ କେବେ ଷ୍ଟକ୍ ମାର୍କେଟ୍ ନାଁରେ ଲୋକଙ୍କୁ ଲୁଟୁଥିଲେ ସାଇବର ଅପରାଧୀ। ୨୦୦ କୋଟି ଟଙ୍କା ଠକେଇବା ଅଭିଯୋଗରେ ୨ ଜଣଙ୍କୁ ଧରିଲା ପୋଲିସ। ଅଭିଯୁକ୍ତ ଦ୍ୱୟ ହେଲେ ହରିଶ କୁରପତୀ (ହ୍ୟାରି) ଏବଂ ନାଗା ଭେଙ୍କଟା ସୌଜନ୍ୟ…

ରୋହିତଙ୍କ ପତ୍ନୀଙ୍କୁ କୁଣ୍ଢେଇ ପକାଇଲେ ହାର୍ଦ୍ଦିକ, ଝିଅ ମାରିଲା ପିଚକାରୀ

ମୁମ୍ବାଇ: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରେ ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ନିଯୁକ୍ତ କରିଛି । ରୋହିତ ଶର୍ମାଙ୍କୁ ଏହି ପଦରୁ ହଟେଇବା ନେଇ ପ୍ରଶଂସକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା । ଏପରିକି ରୋହିତଙ୍କ ପତ୍ନୀ ରିତିକା ମଧ୍ୟ ମୁମ୍ବାଇର ଏହି ନିଷ୍ପତି…

ବର୍ଡର-ଗାଭାସ୍କର ଟ୍ରଫି ଟେଷ୍ଟ ସିରିଜ ୪ରୁ ୫ମ୍ୟାଚକୁ ବୃଦ୍ଧି

ନୂଆଦିଲ୍ଲୀ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳା ଯାଉଥିବା ବର୍ଡର-ଗାଭାସ୍କର ଟେଷ୍ଟ ସିରଜରେ ବଡ ଧରଣର ପରିବର୍ତନ କରାଯାଇଛି । ୪ ମ୍ୟାଚ ବିଶିଷ୍ଟ ସିରିଜକୁ ୫ କରିବା ପାଇଁ ଘୋଷଣା କରାଯାଇଛି । ୧୯୯୧-୯୨ ପରେ ପ୍ରଥମ ଥର ଦୁଇ ଟିମ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ । କ୍ରିକେଟ…

ନବରଙ୍ଗପୁର ବିଜେପିରେ ଶୁଭିଲା ବିଦ୍ରୋହର ସ୍ୱର, ବଳଭଦ୍ରଙ୍କ ପ୍ରାର୍ଥୀତ୍ଵକୁ ନେଇ ଆରମ୍ଭ ହେଲା ଗୋଷ୍ଠୀ କନ୍ଦଳ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ବିଜେପିରେ ଆରମ୍ଭ ହେଲା ଗୋଷ୍ଠୀ କନ୍ଦଳ। ବଳଭଦ୍ରଙ୍କ ପ୍ରାର୍ଥୀତ୍ଵକୁ ନେଇ ନବରଙ୍ଗପୁର ବିଜେପି ଦୁଇ ଫାଳ । ନବରଙ୍ଗପୁର ବିଜେପିରେ ଶୁଭିଲା ବିଦ୍ରୋହର ସ୍ୱର। ନବରଙ୍ଗପୁର ସଂସଦୀୟ କ୍ଷେତ୍ର ପାଇଁ ଗତକାଲି ବିଜେପି ତରଫରୁ ପୂର୍ବତନ ସାଂସଦ ବଳଭଦ୍ର ମାଝୀଙ୍କ…

ଆଇପିଏଲ ୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟସୂଚୀ ଘୋଷିତ

ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟସୂଚୀ ଘୋଷିତ ହୋଇଛି । ଲୋକସଭା ନିର୍ବାଚନର ତାରିଖ ଘୋଷଣା ପରେ ଆୟୋଜକ କମିଟି ଏହି କାର୍ଯ୍ୟସୂଚୀ ଜାରୀ କରିଛି । ଏପ୍ରିଲ ୮ରୁ ଏହି ପର୍ଯ୍ୟାୟ ଆରମ୍ଭ ହେବ । ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ମ୍ୟାଚ ଚେପକ ଗ୍ରାଉଣ୍ଡରେ…