ମୁଖ୍ୟମନ୍ତ୍ରୀ କେଜ୍ରିଓ୍ଵାଲଙ୍କୁ ଗିରଫ କଲା ଇଡି, ଇସ୍ତଫା ଦେବେ ନାହିଁ କହିଲା ଆପ୍
ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପଚରାଉଚରା କରିବା ପରେ ତାଙ୍କୁ ଗିରଫ କରିଛି। ଦେଶର ରାଜନୀତିରେ ଏହା ପ୍ରଥମ ଘଟଣା ଯେ କୌଣସି ମୁଖ୍ୟମନ୍ତ୍ରୀଙ୍କୁ ଗିରଫ କରାଯାଇଛି।
ଅରବିନ୍ଦ…