Latest Odisha News

BREAKING NEWS

ନିର୍ବାଚନ ଆଇନର ଅନୁପାଳନପୂର୍ବକ ନିର୍ବାଚନ କାର୍ଯ୍ୟ କରିବା ପାଇଁ କର୍ମଚାରୀଙ୍କୁ ପରାମର୍ଶ

ଭୁବନେଶ୍ୱର: ବିଭିନ୍ନ କାର୍ଯ୍ୟର ସଫଳ ସଂପାଦନା ପାଇଁ ସଂପୃକ୍ତ ବିଭାଗର ନିୟମ, ଅଧିନିୟମ ଆଦି ଜ୍ଞାନର ପରିସୀମା ବୃଦ୍ଧି ଉପରେ କୃଷି ବିଭାଗର ଗୁରୁତ୍ୱାରୋପ ଦିଆଯାଇଛି। ନିର୍ବାଚନରେ ନିୟୋଜିତ କର୍ମଚାରୀମାନଙ୍କୁ ନିର୍ବାଚନ ଆଇନର ଅନୁପାଳନପୂର୍ବକ ନିର୍ବାଚନ କାର୍ଯ୍ୟ କରିବା ପାଇଁ ପରାମର୍ଶ…

ପ୍ରଧାନମନ୍ତ୍ରୀଙ୍କୁ ଖଡ଼ଗେଙ୍କ ଟାର୍ଗେଟ, କହିଲେ ‘ମୋଦିଙ୍କ ଗ୍ୟାରେଣ୍ଟି ଚାଇନିଜ’

ନୂଆଦିଲ୍ଲୀ: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ରାଜନୈତି ଦଳ ପରସ୍ପର ମଧ୍ୟରେ ସେତେ ଜୋରଦାର ବୟାନ ବାଜି ଚାଲିଛି। ଏହାରି ଭିତରେ ମୋଦୀଙ୍କୁ ନେଇ ମଲ୍ଲିକାର୍ଜୁନ ଖଡ଼ଗେ ଆଉ ଏକ ବୟାନ ଦେଇଛନ୍ତି। ଯାହାକୁ ନେଇ ଏବେ ଚର୍ଚ୍ଚା ଚାଲିଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ…

ତାମିଲନାଡୁରେ ନିଶ୍ଚିତ ପଦ୍ମ ଫୁଟିବ: ତାମିଲସାଇ ସୁନ୍ଦରରାଜନ

ନୂଆଦିଲ୍ଲୀ: ବିଜେପିରେ ଯୋଗ ଦେଲେ ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ତାମିଲସାଇ ସୁନ୍ଦରରାଜନ । ସେ ଦୁଇ ଦିନ ପୂର୍ବରୁ ତେଲେଙ୍ଗାନା ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ । ଏହାସହ ସେ ପୁଡୁଚେରୀର ଏଲଜି ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି । ତାମିଲନାଡୁ ବିଜେପି ମୁଖ୍ୟ ଆନ୍ନାମଲାଇଙ୍କ ଉପସ୍ଥିତିରେ…

ଗୁଣ୍ଡୁଚି ମୂଷା ହୋଇ ବିକଶିତ ଓଡ଼ିଶା ଦିଗରେ କାମ କରିବି: ଅଧିରାଜ ପ୍ରାଣିଗ୍ରାହୀ

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ବିଜେଡିରେ ଯୋଗ ଦେଇଛନ୍ତି ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେବା ପରେ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲେ ଅଧିରାଜ । ଶତାଧିକ ସମର୍ଥକଙ୍କ ସହ ଆସି ସେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ।…

ଓଡ଼ିଶାରେ ବିଜେଡି, ବିଜେପି ମେଣ୍ଟ ନେଇ ଏଯାଏଁ ହୋଇନି ନିଷ୍ପତ୍ତି: ଅମିତ୍ ଶାହ

ଭୁବନେଶ୍ୱର:  ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟ ନେଇ ଏଯାଏଁ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ । ଏବେ ବି ଏହି ପ୍ରସଙ୍ଗରେ ପୂର୍ଣ୍ଣଚ୍ଛେଦ ପଡ଼ିନି ।  ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ  ଆଜି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅମିତ ଶାହ ଏମିତି…

ଭିଜିଲାନ୍ସ ଜାଲରେ ମହିଳା ସହକାରୀ ଯନ୍ତ୍ରୀ, ବିଲ୍‌ ପାସ୍‌ ପାଇଁ ନେଉଥିଲେ ଲାଞ୍ଚ

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ। ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଂଗୀତା ମହାପାତ୍ର ଠିକାଦାରଙ୍କଠାରୁ ୫୦ ହଜାର ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ୧୮ ଲକ୍ଷର ବିଲ୍‌ ପାସ୍‌ ପାଇଁ ୨ ଲକ୍ଷ ୧୫ ହଜାର ଦାବି କରିଥିଲେ। ଆଜି ୫୦ ହଜାର ନେଲା ବେଳେ…

କବିତା : ପଖାଳ ବନାମ ମଦ

ଡଃ.କୁଳାଙ୍ଗାର ବିଶ୍ବର ଶ୍ରେଷ୍ଠ ଦେଶ ଅଟଇ ଉତ୍କଳ, ଜଗତର ଶ୍ରେଷ୍ଠଖାଦ୍ୟ ଅଟଇ ପଖାଳ ! ବିଦେଶୀଏ ମଦପିଇ କରନ୍ତି ବାନ୍ତି, ଓଡ଼ିଆଏ ପଖାଳ ଖାଇଦେଲେ ଶାନ୍ତି! ମଦ ସହ ପଖାଳର ସାମଞ୍ଜସ୍ୟ ଅଛି, ସେଥିପାଇଁ ଓଡ଼ିଆ ତା ନିଶାରେ ପଡିଛି! ପେଗ୍ ପ୍ରସ୍ତୁତ ଯେଵେ ମଦରେ ପାଣିଢାଳ,…

ଘରେ ପଶି ଦୁଇ ଭାଇଙ୍କୁ ହତ୍ୟାକଲା ଦୁର୍ବୃତ୍ତ, ପୋଲିସ ଏନକାଉଣ୍ଟରରେ ଅଭିଯୁକ୍ତ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବଦାଉନରେ ଏନକାଉଣ୍ଟର । ଦୁଇ ନାବାଳକଙ୍କୁ ହତ୍ୟା କରିବା ପରେ ଏବେ ପୋଲିସ ଏନକାଣ୍ଟରରେ ଅଭିଯୁକ୍ତର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତେବେ ପୁରୁଣା ବିବାଦକୁ ନେଇ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ଖବର ଅନୁସାରେ, ଅଭିଯୁକ୍ତ ସାଜିଦ ଓ ମୃତ ନାବାଳକଙ୍କ ବାପା…

ମେ’ ୨୬ରେ ହେବନି ୟୁପିଏସସି ପ୍ରିଲିମନାରୀ ପରୀକ୍ଷା

ନୂଆଦିଲ୍ଲୀ: ଘୁଞ୍ଚିଲା ୟୁପିଏସସି ସିଭିଲ୍ ସର୍ଭିସ୍ ପରୀକ୍ଷା । ମେ ୨୬ରେ ହେବାକୁ ଥିବା ପ୍ରିଲିମନାରୀ ଟେଷ୍ଟ କୁ ଜୁନ୍ ୧୬ ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ଏନେଇ ୟୁନିଅନ ପବ୍ଲିକ ସର୍ଭିସ କମିଶନ ସୂଚନା ଦେଇଛି । ସୂଚନା ମୁତାବକ, ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ୟୁପିଏସସି ସିଭିଲ୍…

କୋରାପୁଟ ସଂସଦୀୟ କ୍ଷେତ୍ରକୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ

ଭୁବନେଶ୍ୱର: ପ୍ରଥମେ ପୁରୀ, କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ର ପରେ ଏବେ କୋରାପୁଟ ଲୋକସଭା ସଂସଦୀୟ କ୍ଷେତ୍ର ଲାଗି ବିଜେଡିର ସମୀକ୍ଷା ବୈଠକ । ନବୀନ ନିବାସରେ କୋରାପୁଟ ନେତାଙ୍କୁ ନେଇ ଆରମ୍ଭ ହୋଇଛି ଆଲୋଚନା । ପର୍ଯ୍ୟବେକ୍ଷକଙ୍କ ସହ ବିଧାୟକ ଓ ଆଶାୟୀ ନେତାଙ୍କୁ ନେଇ ଆଲୋଚନା କରୁଛନ୍ତି…