ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହେଉଛି ନାମାଙ୍କନ ଦାଖଲ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୧ଟି ରାଜ୍ୟର ୧୦୨ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ ।
୧୦୨ଟି ଆସନ ଭିତରେ ତାମିଲନାଡୁର…