ରାୟଗଡ଼ା ଭିଡ଼ ହିଂସା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ୨୪ ଛୁଇଁଲା ଗିରଫ ସଂଖ୍ୟା
କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଘଟିଥିବା ପିଲାଚୋରି ସନ୍ଦେହରେ ଭିଡ଼ ହିଂସା ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ମୁଖ୍ୟ ଅଭିଯୁକ୍ତ ଭଜରାନ ନାଇକ ସହ ଅନ୍ୟ ଯୁବକ ରାଜେଶ ଉଲ୍ଲକାକୁ ପୋଲିସ ଗିରଫ କୋର୍ଟ ଚାଲାଣ କରିଛି । ଏହାକୁ ମିଶାଇ ଏହି ଘଟଣାରେ…