ଶ୍ରୀକୃଷ୍ଣ ଜନ୍ମଭୂମୀ ବିବାଦ: ମସଜିଦ କମିଟି ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ମଥୁରା ଶ୍ରୀକୃଷ୍ଣ ଜନ୍ମଭୂମୀ ବିବାଦ ଉପରେ ସୁପ୍ରିମକୋର୍ଟ ମସଜିଦ୍ କମିଟିର ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି । ମସଜିଦ କମିଟି ଦ୍ୱାରା ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି ଏହି ଆବେଦନ କରାଯାଇଥିଲା । ଏହି ଆବେଦନରେ ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶକୁ…