ଦୀର୍ଘ ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲ୍ଲାରେ ମହାବଳ ବାଘ ଠାବ
ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲାରେ ମହାବାଳ ବାଘ ଠାବ ହୋଇଛି । ଦୀର୍ଘ ଦୁଇ ଦଶନ୍ଧି ପରେ ମହାବଳ ବାଘ ବୁଲୁଥିବା ଦେଖିବାକୁ ମିଳିଛି । ବନବିଭାଗ ପକ୍ଷରୁ ଲଗାଯାଇଥିବା କ୍ୟାମେରାରେ ମହାବଳ ଟ୍ରାପ୍ ହେବା ପରେ ଏହି ଖବର ସାମ୍ନାକୁ ଆସିଛି ।
ଏନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ' ରେ ଏକ…