ଲାଗୁ ହେଲା ନିର୍ବାଚନ ଆଚରଣ ବିଧି, ରାତାରାତି ହଟିଲା ହୋର୍ଡିଂ ଓ ପୋଷ୍ଟର
ଭୁବନେଶ୍ବର: ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ସରିଛି । ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ ହେବ । ଏହା ସହିତ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି । ୨୪ ଘଣ୍ଟା ମଧ୍ୟରେ ସମସ୍ତ କାର୍ଯ୍ୟାଳୟ ପରିସରରୁ ହୋର୍ଡିଂ, ପୋଷ୍ଟର, ବ୍ୟାନର ଓ ସରକାରୀ ଯୋଜନାର ବାର୍ତ୍ତା…