Latest Odisha News

BREAKING NEWS

ଜାମ୍ମୁ କାଶ୍ମୀର ସହିତ ସାବତ ବ୍ୟବହାର କରୁଛନ୍ତି ସରକାର

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀର ସହିତ ସାବତ ବ୍ୟବହାର କରିଛନ୍ତି ସରକାର । ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନକୁ ସମର୍ଥନ କରୁଥିବା ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ପୁଣି ଥରେ ଜମ୍ମୁ କାଶ୍ମୀରବାସୀଙ୍କୁ ନିଜ ସରାକର ଗଠନରୁ ବଞ୍ଚିତ କରିଛନ୍ତି । ଏପରି ଅଭିଯୋଗ କରିଛନ୍ତି ନ୍ୟାସନାଲ…

ଲାଗୁ ହେଲା ନିର୍ବାଚନ ଆଚରଣ ବିଧି, ରାତାରାତି ହଟିଲା ହୋର୍ଡିଂ ଓ ପୋଷ୍ଟର

ଭୁବନେଶ୍ବର: ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ସରିଛି । ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ ହେବ । ଏହା ସହିତ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି । ୨୪ ଘଣ୍ଟା ମଧ୍ୟରେ ସମସ୍ତ କାର୍ଯ୍ୟାଳୟ ପରିସରରୁ ହୋର୍ଡିଂ, ପୋଷ୍ଟର, ବ୍ୟାନର ଓ ସରକାରୀ ଯୋଜନାର ବାର୍ତ୍ତା…

ବିକଶିତ ଭାରତ ଗଠନ ପାଇଁ ମୋଦିଙ୍କ ଚିଠିକୁ ୧ କୋଟି ପରିବାର ପାଖରେ ପହଞ୍ଚାଇବା ପାଇଁ ଯୋଜନା

ଭୁବନେଶ୍ୱର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ରାଜ୍ୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗତକାଲି ପୂର୍ବାହ୍ନରେ ପ୍ରଥମେ  ରାଜ୍ୟ କୋର କମିଟି ଏବଂ ପରେ ରାଜ୍ୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିସ୍ତୃତ ଆଲୋଚନା…

ପାରଦର୍ଶୀ ପୋର୍ଟାଲରେ ୨୫% ମାଗଣା ସିଟରେ ଆଡ଼ମିସନ ଅବ୍ୟବସ୍ଥା ନେଇ ଅଭିଭାବକ ମହାସଂଘର ଆମରଣ ଅନଶନ

ଭୁବନେଶ୍ୱର: ଗଣଶିକ୍ଷା ବିଭାଗର ଅଧିକାରୀ ମାନଙ୍କର ବଡ଼ ବଡ଼ ସ୍କୁଲ ମାଲିକଙ୍କ ସହ ମୁନାଫାଖୋରୀ ମଧୁଚନ୍ଦ୍ରିକା ଓ ବିଭାଗୀୟ ଅଯୋଗ୍ୟତା ପାଇଁ ରାଜ୍ୟରେ ୩୦ ହଜାରରୁ ଉର୍ଦ୍ଧ୍ୱ ଆର୍ଥିକ ଦୁର୍ବଳ ଶ୍ରେଣୀର ଛାତ୍ରଛାତ୍ରୀ ଏବର୍ଷ ଶିକ୍ଷା ଅଧିକାର ଆଇନ ଅନୁସାରେ ୨୫% ମାଗଣା ସିଟରେ ନାମ ଲେଖାରୁ…

ପୋଖରୀରେ ବୁଡି ୨ ଶିଶୁକନ୍ୟା ମୃତ

ଯାଜପୁର: ଯାଜପୁର ରୋଡ଼ ଥାନା ବାଳୁଙ୍ଗାବନ୍ଦୀ ଗାଁରେ ପୋଖରୀରେ ବୁଡି ୨ ଶିଶୁକନ୍ୟା ମୃତ। ବ୍ୟବଚ୍ଛେଦ ନିମନ୍ତେ ଦାନଗଦୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି। ସୂଚନା ମୁତାବକ ୨ ଶିଶୁକନ୍ୟା ଖେଳିବାକୁ ଯାଇ ଦୀର୍ଘ ସମୟ ଧରି ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ…

ଚଳିତ ସାଧାରଣ ନିର୍ବାଚନ ପାଇଁ ଜିଲ୍ଲାପ୍ରଶାସନର ତାଲିମ ଓ ବ୍ୟାପକ ପ୍ରସ୍ତୁତି

ରାୟଗଡ଼ା: ଚଳିତ ସାଧାରଣ ନିର୍ବାଚନ ପାଇଁ ଜିଲ୍ଲାପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହି ଅବସରରେ ରାୟଗଡ଼ା ଜିଲ୍ଲାର ତିନୋଟି ବିଧାନସଭା ନିର୍ବାଚନ କ୍ଷେତ୍ର ପାଇଁ ପର୍ଯ୍ୟବେକ୍ଷକ ଏବଂ ପୋଲିଙ୍ଗ ଅଧିକାରୀଙ୍କୁ ନେଇ ଚାରି ଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବରୁ…

ବଢ଼ିଲା ସମିତି ସଭ୍ୟଙ୍କ ଦରମା

ଭୁବନେଶ୍ୱର: ରାଜ୍ୟ ସରକାର ପଞ୍ଚାୟତ ସମିତି ସଭ୍ୟ  ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି । ୭୫୦୦ ରୁ ୯୫୦୦ ଟଙ୍କାକୁ ଦରମା ବୃଦ୍ଧି କରିଛନ୍ତି । ଆସନ୍ତା  ଏପ୍ରିଲ ୧ ତାରିଖରୁ ବର୍ଦ୍ଧିତ ଦରମା ଲାଗୁ ହେବ । ଗତକାଲି ଦରମା ବୃଦ୍ଧି ଦାବିରେ ପଞ୍ଚାୟତ ସମିତି ସଭ୍ୟ  ରାଜଧାନୀ ଭୁବନେଶ୍ୱରରେ…

ଓଡ଼ିଶାରେ ଲୋକସଭା ଭୋଟ୍ କେଉଁଠି ଓ କେଉଁଦିନ ହେବ ଜାଣନ୍ତୁ

ନୂଆଦିଲ୍ଲୀ: ଆଜି ମୁଖ୍ୟ ନିର୍ବାଚନ କମିଶନ ୫୪୩  ଲୋକସଭା ଓ ୪ ଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ତେବେ ଓଡ଼ିଶାରେ ୨୧ଟି ଲୋକସଭା  ଆସନ ପାଇଁ  କେଉଁଠି ଓ କେଉଁଦିନ ଭୋଟ୍ ଗ୍ରହଣ ଅନୁଷ୍ଠିତ ହେବ ଆସନ୍ତୁ ଜାଣିବା । ମେ’ ୧୩ ତାରିଖରେ କଳାହାଣ୍ଡି,…

ତାରିଖ ଘୋଷଣା ପରେ ମୋଦୀଙ୍କ ପ୍ରତିକ୍ରିୟା, କହିଲେ ନିର୍ବାଚନ ପାଇଁ ଆମେ ପ୍ରସ୍ତୁତ

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ । ନିର୍ବାଚନ ତାରିଖ ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଗଣତନ୍ତ୍ରର ସବୁଠାରୁ ବଡ ପର୍ବ ଆସିଛି । ନିର୍ବାଚନ କମିଶନର ୨୦୨୪ ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିଛନ୍ତି । ଆସନ୍ତା…

ଲାଗୁ ହେଲା ଆଦର୍ଶ ଆଚରଣ ସଂହିତା: କଣ ରହିଛି ନିୟମ, ଜାଣନ୍ତୁ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ଆଗମ୍ଭ ହେଲା କାଉଣ୍ଟଡାଉନ୍। ଭୋଟ୍‌ ଗ୍ରହଣ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ। ମୋଟ ୭ଟି ପର୍ଯ୍ୟାୟରେ ସାରା ଦେଶରେ ହେବ ଭୋଟ ଗ୍ରହଣ। ସେପଟେ ତାରିଖ ଘୋଷଣା ହେବା ମାତ୍ରେ ଆଦର୍ଶ ଆଚରଣ ସଂହିତା ଲାଗୁ ହୋଇଯାଇଛି। ଏହି କୋଡ୍ ଅଫ୍ କଣ୍ଡକ୍ଟ…